Русские видео

Сейчас в тренде

Иностранные видео


Скачать с ютуб ଆଣ୍ଠୁଗଣ୍ଠି ବାତ ରୋଗୀ କରନ୍ତୁ ଏହି ଏକ୍ସରସାଇଜ୍‌ | Knee Pain Relief Exercises in Odia | Rashmita Pandab в хорошем качестве

ଆଣ୍ଠୁଗଣ୍ଠି ବାତ ରୋଗୀ କରନ୍ତୁ ଏହି ଏକ୍ସରସାଇଜ୍‌ | Knee Pain Relief Exercises in Odia | Rashmita Pandab 2 года назад


Если кнопки скачивания не загрузились НАЖМИТЕ ЗДЕСЬ или обновите страницу
Если возникают проблемы со скачиванием, пожалуйста напишите в поддержку по адресу внизу страницы.
Спасибо за использование сервиса savevideohd.ru



ଆଣ୍ଠୁଗଣ୍ଠି ବାତ ରୋଗୀ କରନ୍ତୁ ଏହି ଏକ୍ସରସାଇଜ୍‌ | Knee Pain Relief Exercises in Odia | Rashmita Pandab

#KneePain #OdiaHealthTips #DoctorAdvice ଆର୍ଥ୍ରାଇଟିସ୍‌ ବା ଗଣ୍ଠିବାତ ରୋଗ ସାଧାରଣତଃ ବୟସ୍କ ବ୍ୟକ୍ତିଙ୍କଠାରେ ଅଧିକ ଦେଖାଦିଏ। ବୟସ ଅଧିକ ହେଲେ, ଗଣ୍ଠିରେ ଚାପ ପଡ଼ିଲେ ଆଣ୍ଠୁଗଣ୍ଠି ବାତ ହୋଇଥାଏ। ତେବେ ଏଭଳି ସମସ୍ୟା ଭୋଗୁଥିବା ବ୍ୟକ୍ତି ଏବଂ ଆଣ୍ଠୁ ପ୍ରତିରୋପଣ ପରେ କେଉଁ ଭଳି ଏକ୍ସରସାଇଜ୍‌ ବା ଫିଜିଓଥେରାପି କଲେ ଆଣ୍ଠୁଗଣ୍ଠି ବିନ୍ଧା ଭଲ ହେବ, ଆସନ୍ତୁ ଫିଜିଓଥେରାପିଷ୍ଟ ରଶ୍ମିତା ପାଣ୍ଡବଙ୍କଠାରୁ ଜାଣିବା। Arthritis is more common in older people. As you get older, the pressure on the joints can lead to knee pain. People can do many exercises to strengthen their knees, which can relieve pain and reduce the risk of injury. So let's know more about some physiotherapy exercises to get relief from unbearable knee pain from Physiotherapist Rashmita Pandab. Subscribe Now & Live a Healthy Life! ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (   / swasthyaplus  ) ସବ୍‌ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନ୍କୁ ଦବାନ୍ତୁ। ‘ସ୍ୱାସ୍ଥ୍ୟ ପ୍ଲସ୍’ର ଭିଡିଓ ଲିଙ୍କ୍ ଅନ୍ୟମାନଙ୍କ ସହ ମଧ୍ୟ ସେୟାର କରନ୍ତୁ। - ‘ସ୍ୱାସ୍ଥ୍ୟ ପ୍ଲସ୍’ ଟିମ୍ ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି! For requesting contact details of doctors - please message Swasthya Plus on Facebook: www.facebook.com/SwasthyaPlusOdia). For feedback and business inquiries, contact Swasthya Plus Odia at [email protected] Swasthya Plus Odia, Odisha's leading destination for Health Tips & Expert Advice in Odia language on health, hygiene, nutrition, lifestyle, and more!

Comments