Русские видео

Сейчас в тренде

Иностранные видео


Скачать с ютуб Sundara Kanda (Video) Vol- 5 ସୁନ୍ଦରା କାଣ୍ଡ Tulasi Das Ramayan | Dukhishyam Tripathy | Sidharth Music в хорошем качестве

Sundara Kanda (Video) Vol- 5 ସୁନ୍ଦରା କାଣ୍ଡ Tulasi Das Ramayan | Dukhishyam Tripathy | Sidharth Music 4 года назад


Если кнопки скачивания не загрузились НАЖМИТЕ ЗДЕСЬ или обновите страницу
Если возникают проблемы со скачиванием, пожалуйста напишите в поддержку по адресу внизу страницы.
Спасибо за использование сервиса savevideohd.ru



Sundara Kanda (Video) Vol- 5 ସୁନ୍ଦରା କାଣ୍ଡ Tulasi Das Ramayan | Dukhishyam Tripathy | Sidharth Music

Album : (Sundra Kanda (Video) Vo l- 5 Singer : Dukhishyam Tripathy Written By : Santha Tulasi Das Music : Dukhishyam Tripathy ---------------------------------------------------- || ସୁନ୍ଦରା କାଣ୍ଡ || ହନୁମାନଙ୍କ ଲଙ୍କା ଗମନ, ସୀତାଠାବ ଓ ଲଙ୍କା ଦହନ : ସୁଗ୍ରୀବ କୃତଜ୍ଞତା ସହ ପ୍ରଭୁ ଶ୍ରୀରାମଙ୍କୁ କହିଲେ, ଏ ବିଶାଳ ବାନର ସେନା ବର୍ତ୍ତମାନ ଆପଣଙ୍କ ସେବାରେ ପ୍ରସ୍ତୁତ । ସେ ବାନର ସେନାର ଚାରିଟି ଦଳ ପ୍ରସ୍ତୁତ କରି ସେମାନଙ୍କୁ ଚାରିଦିଗକୁ ପ୍ରେରଣ କଲେ । ତତ୍ପରେ ସୁଗ୍ରୀବ ହନୁମାନଙ୍କୁ ଡାକି କହିଲେ, ହେ ବାୟୁପୁତ୍ର, ତୁମ ଅସାଧାରଣ ବୀରତ୍ୱ ଯୋଗୁଁ ରାମଚନ୍ଦ୍ରଙ୍କ ଏହି କାର୍ଯ୍ୟ ନିମିତ୍ତ ଆପଣ ହିଁ ଏକମାତ୍ର ଯୋଗ୍ୟ । ଅତଏବ ତୁମେ ପ୍ରଭୁ ରାମଙ୍କର ଏହି ସେବାରେ ନିଜକୁ ନିୟୋଜିତ କରି ଦେବୀ ସୀତାଙ୍କ ସନ୍ଧାନରେ ଯାଅ । ରାମଙ୍କ ଆଦେଶ ଅନୁସାରେ ସୁଗ୍ରୀବ ବିନତା ଏବଂ ତାଙ୍କ ଦଳଙ୍କୁ ପୂର୍ବ ଦିଗକୁ, ସୁଷେଣଙ୍କ ସହ ତାଙ୍କ ଦଳକୁ ପଶ୍ଚିମକୁ, ଶତବଳିଙ୍କୁ ଉତ୍ତର ଏବଂ ହନୁମାନ ତଥା ଅଙ୍ଗଦଙ୍କୁ ଦକ୍ଷିଣ ଦିଗକୁ ପ୍ରେରଣ କଲେ । ରାମ ତାଙ୍କ ମୁଦ୍ରିକାଟିକୁ ହନୁମାନଙ୍କ ହାତରେ ଦେଇ କହିଲେ, ସୀତାଙ୍କ ସନ୍ଧାନ କରି ଏହି ମୁଦ୍ରିକା ଦେଖାଇଲେ ସେ ଜାଣିବେ ଯେ ତୁମେ ରାମଙ୍କ ଦୂତ ଏବଂ ସୀତାଙ୍କ ସନ୍ଧାନରେ ଆସିଅଛ । ବାନରମାନେ ଚାରିଦିଦରେ ତନ୍ନ ତନ୍ନ କରି ସୀତାଙ୍କ ସନ୍ଧାନ କରିବାକୁ ଲାଗିଲେ । ହନୁମାନ ଏବଂ ଅଙ୍ଗଦ ବିନ୍ଧ୍ୟ ପର୍ବତର ସମସ୍ତ ଗୁମ୍ଫାରେ ସୀତାଙ୍କ ସନ୍ଧାନ ନେଲେ । ପଥରେ ନାଗମାତା ସୁରସା ହନୁମାନଙ୍କୁ ଭକ୍ଷଣ କରିବା ନିମିତ୍ତ ତାଙ୍କ ପଥ ଓଗାଳିଲା । ହେଲେ ହନୁମାନ ଅତି ଚତୁରତାର ସହିତ ନିଜକୁ ଅତି କ୍ଷୁଦ୍ରକାୟ କରି ତାଙ୍କ ମୁଖରେ ପ୍ରବେଶ କଲେ ଓ ହଠାତ୍‌ ବାହାରି ଆସିଲେ । ଏଥିରେ ସୁରସା ପ୍ରୀତ ହୋଇ ହନୁମାନଙ୍କୁ କାର୍ଯ୍ୟସିଦ୍ଧି ନିମନ୍ତେ ଆଶୀର୍ବାଦ ପ୍ରଦାନ କରିଥିଲେ । ଏଥୁଅନ୍ତେ ହନୁମାନ ସମୁଦ୍ର ଉପର ଦେଇ ଉଡ଼ିଯାଆନ୍ତେ ଲକ୍ଷ୍ୟ କଲେ ଯେ, ଏକ ରାକ୍ଷସୀ ହନୁମାନଙ୍କ ସମୁଦ୍ରରେ ପଡୁଥିବା ଛାୟାକୁ ଧରି ତାଙ୍କ ଗତିରେ ବାଧା ଉପୁଜାଉଛି । ହନୁମାନ ଏକାବେଳକେ ରାକ୍ଷସୀର ମୁଖ ଦ୍ୱାର ଦେଇ ଉଦରକୁ ପ୍ରବେଶ କରି ତାର ଉଦର ବିଦୀର୍ଣ୍ଣ କରି ବାହାରି ଆସିଲେ । ରାକ୍ଷସୀ ମୃତ୍ୟୁଲାଭ କରି ସମୁଦ୍ରମଧ୍ୟରେ ଲୀନ ହୋଇଗଲା । ------------------------------------------------------- ♪ Full Song Available on ♪ JioSaavn : https://bit.ly/2WiZ521 Wynk : https://bit.ly/3dBPFV0 Gaana : https://bit.ly/2xVxqei Apple Music : Amazon Prime Music : https://amzn.to/3bnNjaQ iTunes : Spotify : https://spoti.fi/2AhLtf0 ---------------------------------------------------------- Video Director : Abhaya Garanayak Camera : Rintu, Narendra & Bicky Thumbnail Design : Bikash,Tapan DI : Binaya Sutar Recorded At : Sidharth Studio Voice Dubbing & Mixing By : Munna & Pappu Mastering By : Sitaram Agrawal & Swapnajit Sabath Producer : Sitaram Agrawal & Namita Agrawal Music Label : Sidharth Music Banner : Sidharth Music ----------------------------------------------------------- Set Caller Tune ; Operator Codes: Airtel Users Dial Vodafone Users Dial BSNL (South / East) Users sms BT To 56700 Idea Users Dial BSNL (North / West) Users sms BT To 56700 Also available on Jio Tunes ------------------------------------------------------------ Watch & Subscribe to our other YouTube Channels: 👉 Sidharth Bhakti :    / sidharthbhakti   👉 Sidharth Music:    / sidharthmusic    👉 Sidharth TV :    / sidharthtv    👉 Namita Agrawal :    / namitaagrawal    -------------------------------------------------------------- Enjoy & stay connected with us! 👉 Like us on Facebook :   / sidharthbhaktiodia   --------------------------------------------------------------- #SidharthBhakti #SidharthTV #NamitaAgrawal #SidharthMusic #SitaramAgrawal #odiabhajan #odiasong #jayjagannathtv

Comments