Русские видео

Сейчас в тренде

Иностранные видео


Скачать с ютуб ୫ଟି ପ୍ରସ୍ତାବରେ କ୍ୟାବିନେଟ ମୋହର || CM Mohan Majhi || Cabinet Approves 5 Proposals || BJP Govt || OR в хорошем качестве

୫ଟି ପ୍ରସ୍ତାବରେ କ୍ୟାବିନେଟ ମୋହର || CM Mohan Majhi || Cabinet Approves 5 Proposals || BJP Govt || OR 2 недели назад


Если кнопки скачивания не загрузились НАЖМИТЕ ЗДЕСЬ или обновите страницу
Если возникают проблемы со скачиванием, пожалуйста напишите в поддержку по адресу внизу страницы.
Спасибо за использование сервиса savevideohd.ru



୫ଟି ପ୍ରସ୍ତାବରେ କ୍ୟାବିନେଟ ମୋହର || CM Mohan Majhi || Cabinet Approves 5 Proposals || BJP Govt || OR

ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ। ୫ଟି ପ୍ରସ୍ତାବରେ କ୍ୟାବିନେଟ ମୋହର। ସର୍ବନିମ୍ନ ମଜୁରୀ ବୃଦ୍ଧି ନେଇ ରାଜ୍ୟ କ୍ୟାବିନେଟର ମଂଜୁରୀ। ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚ କୁଶଳୀଙ୍କ ମଜୁରୀ ବଢ଼ିଲା। ଓଡ଼ିଆ ଅସ୍ମିତା ପାଇଁ ୨ଶହ କୋଟିର କର୍ପସ ପାଣ୍ଠିକୁ ମଂଜୁରୀ। ଓଡ଼ିଆ ଅସ୍ମିତା ଭବନ ନିର୍ମାଣ, ଓଡ଼ିଆ ଅନୁବାଦ ଏକାଡେମୀ ପ୍ରତିଷ୍ଠା ହେବ। ପିଏମ୍ କିଷାନରେ ଆଉ ପ୍ରାୟ ୬ ଲକ୍ଷ ଚାଷୀ ସାମିଲ ହେବେ। ବାଦ୍‌ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯିବ। Odisha Reporter is one of the best Odia news portal in Odisha. Get all the news updates in Odia. ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ | YouTube: http://bit.ly/OdishaReporteronYouTube Web: http://odishareporter.in Facebook:   / odishareporter   Twitter:   / odishareporter   Telegram: https://telegram.me/Odisha_Reporter_o... Instagram:   / odishareporter_official   #OdishaReporter #cabinetmeeting #chiefminister #MohanCharanMajhi #odisha #news #odishareporter

Comments