Русские видео

Сейчас в тренде

Иностранные видео


Скачать с ютуб ସକାଳୁ ଉଠିବା ପରେ ବାରମ୍ବାର ଛିଙ୍କ ହେଉଛି କି? | Allergic Rhinitis in Odia | Dr Diptiman Baliarsingh в хорошем качестве

ସକାଳୁ ଉଠିବା ପରେ ବାରମ୍ବାର ଛିଙ୍କ ହେଉଛି କି? | Allergic Rhinitis in Odia | Dr Diptiman Baliarsingh 2 года назад


Если кнопки скачивания не загрузились НАЖМИТЕ ЗДЕСЬ или обновите страницу
Если возникают проблемы со скачиванием, пожалуйста напишите в поддержку по адресу внизу страницы.
Спасибо за использование сервиса savevideohd.ru



ସକାଳୁ ଉଠିବା ପରେ ବାରମ୍ବାର ଛିଙ୍କ ହେଉଛି କି? | Allergic Rhinitis in Odia | Dr Diptiman Baliarsingh

#SeasonalAllergies #OdiaHealthTips ଅଧିକାଂଶ ଲୋକଙ୍କର ଅଭିଯୋଗ ଥାଏ ଯେ ସେମାନଙ୍କର ସକାଳୁ ଉଠିବା ପରେ ବାରମ୍ବାର ଛିଙ୍କ ହୁଏ, ଅଧିକ ଦିନ ଧରି ଥଣ୍ଡା ଲାଗି ରହେ, ଯାହାକୁ ଆଲର୍ଜି ରାଇନାଇଟିସ୍‌ ବୋଲି କୁହାଯାଏ। ତେବେ ଆଲର୍ଜି ରାଇନାଇଟିସ୍‌ କ’ଣ? ଏହାର କାରଣ, ଲକ୍ଷଣ ଓ ଚିକିତ୍ସା ବିଷୟରେ କ’ଣ କହୁଛନ୍ତି ବିଶିଷ୍ଟ କର୍ଣ୍ଣ ନାଶା ଗଳା ବିଭାଗର ଡାକ୍ତର ଦିପ୍ତିମାନ ବଳିଆରସିଂ କ’ଣ କହୁଛନ୍ତ, ଆସନ୍ତୁ ଜାଣିବା। ଏହି ଭିଡିଓରେ ରହିଛି, ଆଲର୍ଜି ରାଇନାଇଟିସ୍‌ କ’ଣ? (0:00) ଆଲର୍ଜି କାହିଁକି ହୁଏ? (1:22) ଆଲର୍ଜି ହେଲେ କେଉଁ ସବୁ ଲକ୍ଷଣ ଦେଖାଦିଏ? (2:39) ଏହାର ଚିକିତ୍ସା କ’ଣ? (6:53) ଆଲର୍ଜି ରାଇନାଇଟିସ୍‌ ଯୋଗୁଁ କେଉଁ ସବୁ ସମସ୍ୟା ହୁଏ? (10:13) ଆଲର୍ଜି ରାଇନାଇଟିସ୍‌ କେମିତି ଭଲ ହେବ? (12:56) Do you sneeze a lot in the morning and experience symptoms of a cold? Allergic rhinitis is a very common type of allergy that occurs seasonally or year-round. What are the causes of allergic rhinitis, and whether you can treat it and prevent it? Let's know more from Dr Diptiman Baliarsingh, ENT Specialist. In this Video, What is allergic rhinitis? in Odia (0:00) Why do allergies occur? in Odia (1:22) Symptoms of allergies, in Odia (2:39) What is its treatment? in Odia (6:53) What are the causes of allergic rhinitis? in Odia (10:13) How to cure allergic rhinitis? in Odia (12:56) Subscribe Now & Live a Healthy Life! ସ୍ଵାସ୍ଥ୍ୟ ପ୍ଲସ୍‌ ନେଟ୍‌ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍‌ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ। Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns. ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (   / swasthyaplus  ) ସବ୍‌ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ। ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି! For requesting contact details of doctors - please message Swasthya Plus on Facebook: www.facebook.com/SwasthyaPlusOdia). For feedback and business inquiries, contact Swasthya Plus Odia at [email protected] Swasthya Plus Odia, Odisha's leading destination for Health Tips in Odia language on health, hygiene, nutrition, lifestyle, and more!

Comments